ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାନ ସାରସ୍ୱତ ସାଧକ ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ବିଶିଷ୍ଟ ଓଡ଼ିଆ ଔପନ୍ୟାସିକ 'ପଦ୍ମଭୂଷଣ' ଡ. ଗୋପ
ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର, 20 ଏପ୍ରିଲ୍ (ହି.ସ.)କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାନ ସାରସ୍ୱତ ସାଧକ ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।

ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ଜ୍ଞାନପୀଠ ପୁରସ୍କାରରେ ସମ୍ମାନିତ ବିଶିଷ୍ଟ ଓଡ଼ିଆ ଔପନ୍ୟାସିକ 'ପଦ୍ମଭୂଷଣ' ଡ. ଗୋପୀନାଥ ମହାନ୍ତିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande