ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ, ପରବର୍ତୀ ସମୟରେ ୨ରୁ ୫ ଡ଼ିଗ୍ରୀ ହ୍ରାସ ପାଇପାରେ
ଭୁବନେଶ୍ୱର, ୨୬ ଅପ୍ରେଲ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ପରବର୍ତୀ ସମୟରେ ୨ରୁ ୫ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏ
ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ, ପରବର୍ତୀ ସମୟରେ ୨ରୁ ୫ ଡ଼ିଗ୍ରୀ ହ୍ରାସ ପାଇପାରେ


ଭୁବନେଶ୍ୱର, ୨୬ ଅପ୍ରେଲ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା (ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ପରବର୍ତୀ ସମୟରେ ୨ରୁ ୫ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande