ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନର ପିସିଆର୍ ଯାନ ସହ ୧୧୨ ଡାଏଲ୍ ସୁବିଧାର ଲୋକାର୍ପଣ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର/ ସମ୍ବଲପୁର, 06 ଏପ୍ରିଲ – କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପବିତ୍ର ‘ରାମ ନବମୀ’ ଅବସରରେ ସମ୍ବଲପୁର ଠାରେ ଗୃହ ବିଭାଗ ଉଦ୍ୟମରେ ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନର ପିସିଆର୍ ଯାନ ସହ ୧୧୨ ଡାଏଲ୍ ସୁବିଧାର ଲୋକାର୍ପଣ କରିଛନ୍ତି । ସେ
ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନର ପିସିଆର୍     ଯାନ ସହ ୧୧୨ ଡାଏଲ୍ ସୁବିଧାର ଲୋକାର୍ପଣ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର/ ସମ୍ବଲପୁର, 06 ଏପ୍ରିଲ – କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପବିତ୍ର

‘ରାମ ନବମୀ’ ଅବସରରେ ସମ୍ବଲପୁର

ଠାରେ ଗୃହ ବିଭାଗ ଉଦ୍ୟମରେ ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନର ପିସିଆର୍ ଯାନ ସହ ୧୧୨ ଡାଏଲ୍

ସୁବିଧାର ଲୋକାର୍ପଣ କରିଛନ୍ତି ।

ସେ କହିଛନ୍ତି ଯେ, ଆଜି ଶୁଭାରମ୍ଭ ହୋଇଥିବା ୧୫ଟି ଅତ୍ୟାଧୁନିକ ନୀରିକ୍ଷଣ

ବାହାନରେ ଥିବା ଗେଜେଟ୍, ୩୬୦ ଡିଗ୍ରୀ ପିଟିଜେଡକ୍ୟାମେରା, ଜିପିଏସ ଏବଂ ଆନୁଷଙ୍ଗିକ ସୁବିଧା ସମ୍ବଲପୁରରେ ଅପରାଧକୁ ନିୟନ୍ତ୍ରଣ କରିବାରେ

ସହାୟକ ହେବ ।

ଓଡ଼ିଶାରେ ଆଇନଶୃଙ୍ଖଳାକୁ ଆହୁରି ମଜଭୂତ୍ କରିବା ତଥା

ସମ୍ବଲପୁର ସହରରେ ଅପରାଧିକ ଘଟଣାବଳୀକୁ ହ୍ରାସ କରିବା ପାଇଁ ବିଶେଷ ପ୍ରାଥମିକତା ଦେଇଥିବାରୁ

ଗୃହ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀ ଙ୍କୁ ଧନ୍ୟବାଦ । ଲୋକାର୍ପିତ ସୁବିଧା ଗୁଡ଼ିକ

ମାଧ୍ୟମରେ ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନ ଜନସାଧାରଣଙ୍କୁ ସୁରକ୍ଷା ଦେବା ଦିଗରେ ଅଧିକ

ସହଯୋଗୀ ହେବ ।

---------------

ହିନ୍ଦୁସ୍ଥାନ ସମାଚାର / ଅନିଲ


 rajesh pande