ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ଅପରାଜିତା ଷଡ଼ଙ୍ଗୀ
ଭୁବନେଶ୍ୱର, ୧୫ ମଇ (ହି.ସ,) - ଖୋର୍ଦ୍ଧା ଟାଉନ ଠାରେ ଗୁରୁବାର ଅନୁଷ୍ଠିତ ତ୍ରିରଙ୍ଗା ଯାତ୍ରାରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ବିଧାୟକ ପ୍ରଶାନ୍ତ ଜଗାଦ୍ଦେବ ଓ ଖୋର୍ଦ୍ଧା ଜିଲ୍ଲାପାଳ ଚଂଚଲ ରାଣାଙ୍କ ସମେତ ଶତାଧିକ ଲୋକ ଏଥିରେ ସାମିଲ ହୋଇଥିଲେ। ଏହି ଅବସରରେ ଶ୍
ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ଅପରାଜିତା ଷଡ଼ଙ୍ଗୀ


ଭୁବନେଶ୍ୱର, ୧୫ ମଇ (ହି.ସ,) - ଖୋର୍ଦ୍ଧା ଟାଉନ ଠାରେ ଗୁରୁବାର ଅନୁଷ୍ଠିତ ତ୍ରିରଙ୍ଗା ଯାତ୍ରାରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ବିଧାୟକ ପ୍ରଶାନ୍ତ ଜଗାଦ୍ଦେବ ଓ ଖୋର୍ଦ୍ଧା ଜିଲ୍ଲାପାଳ ଚଂଚଲ ରାଣାଙ୍କ ସମେତ ଶତାଧିକ ଲୋକ ଏଥିରେ ସାମିଲ ହୋଇଥିଲେ। ଏହି ଅବସରରେ ଶ୍ରୀମତୀ ଷଡ଼ଙ୍ଗୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ନେତୃତ୍ୱ ପାଇଁ ଏବଂ ଦେଶ ପାଇଁ ଲଢେଇ କରିଥିବା ସୈନିକଙ୍କୁ ଧନ୍ୟବାଦ ଜଣାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande