ଖେଲୋ ଇଣ୍ଡିଆରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶା ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 15 ମେ (ହି.ସ.)- ଖେଲୋ ଇଣ୍ଡିଆରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶା ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଖେଲୋ ଇଣ୍ଡିଆ ୟୁଥ ଗେମ୍ସ 2025ରେ ଝାରଖଣ୍ଡକୁ 3-1
ଖେଲୋ ଇଣ୍ଡିଆରେ     ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶା ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 15 ମେ (ହି.ସ.)- ଖେଲୋ

ଇଣ୍ଡିଆରେ ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶା ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ

ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଖେଲୋ

ଇଣ୍ଡିଆ ୟୁଥ ଗେମ୍ସ 2025ରେ ଝାରଖଣ୍ଡକୁ 3-1ରେ ପରାସ୍ତ କରି ସ୍ୱର୍ଣ୍ଣ ପଦକ ଜିତିଥିବା ଓଡ଼ିଶା

ମହିଳା ହକି ଟିମକୁ ଶୁଭେଚ୍ଛା । ଦଳ ଏଭଳି ନିରବଚ୍ଛିନ୍ନ ବିଜୟଧାରା ବଜାୟ ରଖୁ ଏବଂ ରାଜ୍ୟ ପାଇଁ

ଗୌରବ ଆଣନ୍ତୁ ବୋଲି କାମନା କରିଛନ୍ତି ନବୀନ ପଟ୍ଟନାୟକ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande