ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 18 ମେ (ହି.ସ.) - ନୂଆଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ। ଏହି ଅବସରରେ ଉଭୟଙ୍କ ମଧ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଏନେଇ ସୋସିଆ
ନୂଆଦିଲ୍ଲୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସାକ୍ଷାତ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 18 ମେ (ହି.ସ.)

- ନୂଆଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ

ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ। ଏହି ଅବସରରେ

ଉଭୟଙ୍କ ମଧ୍ୟରେ ବହୁ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁକେଶ ମହାଲିଙ୍ଗ ଫଟୋ ସେୟାର କରି କହିଛନ୍ତି ଯେ, ନୂଆଦିଲ୍ଲୀ

ଗସ୍ତ ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛି

। ଏହି ଅବସରରେ ରାଜ୍ୟର ବିକାଶ ସମ୍ପର୍କିତ ଅନେକ ଗୁରୁତ୍ଵ ବିଷୟ ସମ୍ପର୍କରେ ଆଲୋଚନା କରିଛି।

ଉଭୟ କେନ୍ଦ୍ର ଏବଂ ରାଜ୍ୟର ମିଳିତ ସହଯୋଗରେ 'ବିକଶିତ ଓଡ଼ିଶା'

ନିର୍ମାଣ

ପାଇଁ ଆମ ସରକାର ପ୍ରତିବଦ୍ଧ ଅଟନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande