ଭୁବନେଶ୍ୱର, 8 ମେ (ହି.ସ.)
- ସମାଜସେବୀ
ଗୋପବନ୍ଧୁ ଚୌଧୁରୀଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା
ସମାଜସେବୀ ସ୍ୱର୍ଗତ ଗୋପବନ୍ଧୁ ଚୌଧୁରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା