ଆଗାମୀ ୪୮ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ
ଭୁବନେଶ୍ୱର, ୧୩ ଜୁନ୍ (ହି.ସ.)- ଆଗାମୀ ୪୮ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା
ଆଗାମୀ ୪୮ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ


ଭୁବନେଶ୍ୱର, ୧୩ ଜୁନ୍ (ହି.ସ.)- ଆଗାମୀ ୪୮ ଘଂଟା ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ୨ରୁ ୪ ଡ଼ିଗ୍ରୀ ହ୍ରାସ ପାଇପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande