ଭୁବନେଶ୍ୱର, 16 ଜୁନ୍ (ହି.ସ.)
- ଥାଟରାଜା ରଣାର୍ଣ୍ଣବ ଦେବଙ୍କ ବିୟୋଗରେ ଶୋକ ପ୍ରକାଶ
କରିଛନ୍ତି ସାଂସଦ ସମ୍ବିତ ପାତ୍ର । ଏନେଇ ସୋସିଆଲ ମିଡିଆ ଏକ୍ସରେ ସାଂସଦ କହିଛନ୍ତି ଯେ, ପୂଜ୍ୟ
ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସାନ ଭାଇ ତଥା ଥାଟରାଜା ରଣାର୍ଣ୍ଣବ ଦେବଙ୍କ ଅକାଳ ବିୟୋଗ
ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ
ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା