ବାଲେଶ୍ଵର ଜିଲ୍ଲା ଗସ୍ତରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 17 ଜୁନ୍ (ହି.ସ.) - ବାଲେଶ୍ଵର ଜିଲ୍ଲା ଗସ୍ତରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବାଲେଶ୍ଵରରେ ପହଂଚିବା ପରେ ବାଲେଶ୍ୱର ବିଜେପି ପକ୍ଷରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି। ସ୍ବର୍ଗତ ମଦନ ମୋହନ ଦତ୍ତ
ବାଲେଶ୍ଵର ଜିଲ୍ଲା ଗସ୍ତରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 17 ଜୁନ୍ (ହି.ସ.)

- ବାଲେଶ୍ଵର ଜିଲ୍ଲା ଗସ୍ତରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

। ବାଲେଶ୍ଵରରେ ପହଂଚିବା ପରେ ବାଲେଶ୍ୱର ବିଜେପି ପକ୍ଷରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଧର୍ମେନ୍ଦ୍ର ପ୍ରଧାନଙ୍କୁ ଭବ୍ୟ ସ୍ଵାଗତ କରାଯାଇଛି।

ସ୍ବର୍ଗତ ମଦନ ମୋହନ ଦତ୍ତ ତଥା ବାଲେଶ୍ବର ସଦରର ପୁର୍ବତନ ବିଧାୟକଙ୍କ ଶ୍ରାଦ୍ଧ ବାର୍ଷିକୀ

ଅବସରରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କର କମଳରେ ପ୍ରତିମୂର୍ତ୍ତି

ଉନ୍ମୋଚିତ କରାଯିବାର କାର୍ଯ୍ୟକ୍ରମ ରହିଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande