ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 19 ଜୁନ୍ (ହି.ସ.)- ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିରୋଧୀ ଦଳର ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍
ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 19 ଜୁନ୍ (ହି.ସ.)- ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, ବିରୋଧୀ ଦଳର ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା

ବିଷୟରେ ଅବଗତ ହେଲି । ଆସନ୍ତା ୨୨ ତାରିଖରେ ସେ ମୁମ୍ବାଇରେ ଚିକିତ୍ସିତ ହେବେ ।

ତାଙ୍କର ଚିକିତ୍ସା ପ୍ରକ୍ରିୟା ସଫଳ ହେବା ସହ ମହାପ୍ରଭୁ ଶ୍ରୀ ଜଗନ୍ନାଥ ତାଙ୍କୁ ଶୀଘ୍ର ସୁସ୍ଥ

କରନ୍ତୁ ବୋଲି ପ୍ରାର୍ଥନା କରୁଛନ୍ତି ମୁଖ୍ୟମନ୍ତ୍ରୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande