ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, 19 ଜୁନ୍ (ହି.ସ.) - ଆସନ୍ତା ୨୪ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ କରାଯାଇଛି । ଆଜି ୪ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସ
ଆସନ୍ତା ୨୪ ତାରିଖ ଯାଏଁ     ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା


ଭୁବନେଶ୍ୱର, 19 ଜୁନ୍ (ହି.ସ.)

- ଆସନ୍ତା ୨୪

ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳରୁ

ଅତିପ୍ରବଳ ବର୍ଷା ଆକଳନ କରାଯାଇଛି । ଆଜି ୪ ଜିଲ୍ଲାକୁ ଭୀଷଣ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ

ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ସମ୍ବଲପୁରକୁ ଆଲର୍ଟ କରାଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande