ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 20 ଜୁନ୍ (ହି.ସ.)- ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସସମ୍ମାନୀୟ ରାଷ୍ଟ୍ରପତି ଶ୍ରୀମତି ଦ୍ରୌପଦୀ ମୁର୍ମୁଙ୍କୁ
ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର     ପ୍ରଧାନ


ଭୁବନେଶ୍ୱର, 20 ଜୁନ୍ (ହି.ସ.)- ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା

ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ

କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ସସମ୍ମାନୀୟ ରାଷ୍ଟ୍ରପତି ଶ୍ରୀମତି ଦ୍ରୌପଦୀ ମୁର୍ମୁଙ୍କୁ

ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା । ଆପଣଙ୍କ ଜୀବନ ଆଦିବାସୀ ସମାଜ, ମହିଳା ଓ ବଂଚିତଙ୍କ

ସଶକ୍ତିକରଣର ପ୍ରେରକ ଗାଥା ଅଟେ । ଆପଣଙ୍କ ସରଳତା, କର୍ମଠତା ଓ ଦେଶହିତରେ ଦୃଢ ପ୍ରତିବଦ୍ଧତା

ଆମ ସମସ୍ତଙ୍କ ପାଇଁ ପ୍ରେରଣାର ସ୍ରୋତ ଅଟେ ।

ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମାଆ ସମଲେଶ୍ୱରୀଙ୍କ ନିକଟରେ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ

ଦୀର୍ଘାୟୁ ଜୀବନ କାମନା କରିଛନ୍ତି ରାଷ୍ଟ୍ରପତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande