ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 20 ଜୁନ୍ (ହି.ସ.)- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ ପଟ୍ଟନାୟକ କହିଛନ୍ତି ଯେ, ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକ
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 20 ଜୁନ୍ (ହି.ସ.)- ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ

ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ ପଟ୍ଟନାୟକ କହିଛନ୍ତି ଯେ,

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା । ଆପଣଙ୍କ

ସୁଦୀର୍ଘ ଓ ସୁସ୍ଥ ଜୀବନ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande