ଭୁବନେଶ୍ୱର, 21 ଜୁନ୍ (ହି.ସ.)
- 'କଥାଶିଳ୍ପୀ' ସ୍ୱର୍ଗତ ସୁରେନ୍ଦ୍ର ମହାନ୍ତିଙ୍କୁ ନମନ କରିଛନ୍ତି କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର
ବିଶିଷ୍ଟ ସାହିତ୍ୟିକ 'କଥାଶିଳ୍ପୀ' ସ୍ୱର୍ଗତ
ସୁରେନ୍ଦ୍ର ମହାନ୍ତିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା