ସୁରେନ୍ଦ୍ର ମହାନ୍ତିଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 21 ଜୁନ୍ (ହି.ସ.) - ସୁରେନ୍ଦ୍ର ମହାନ୍ତିଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଆ ସାହିତ୍ୟର ମହାନ କଥାକାର ସୁରେନ୍ଦ୍ର ମହାନ୍ତିଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳ
ସୁରେନ୍ଦ୍ର ମହାନ୍ତିଙ୍କୁ     ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, 21 ଜୁନ୍ (ହି.ସ.)

- ସୁରେନ୍ଦ୍ର

ମହାନ୍ତିଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସୋସିଆଲ

ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଓଡ଼ିଆ ସାହିତ୍ୟର ମହାନ କଥାକାର ସୁରେନ୍ଦ୍ର ମହାନ୍ତିଙ୍କ

ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ନିଜ କାଳଜୟୀ ରଚନା ମାଧ୍ୟମରେ ଓଡ଼ିଆ ସାହିତ୍ୟକୁ

ସମୃଦ୍ଧ କରିବା ସହ ସାମ୍ବାଦିକତା ଏବଂ ରାଜନୀତି କ୍ଷେତ୍ର ପ୍ରତି ଅବଦାନ ଚିର ଅଭୁଲା ହୋଇ ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande