ଭୁବନେଶ୍ୱର, 26 ଜୁନ୍ (ହି.ସ.)
- ଉତ୍କଳମଣି’ ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି
ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ କନକ ବର୍ଦ୍ଧନ ସିଂହଦେଓ କହିଛନ୍ତି ଯେ, ସ୍ୱତନ୍ତ୍ର
ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ‘ଉତ୍କଳମଣି’ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ତିରୋଧାନ ଦିବସରେ ତାଙ୍କର ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା