କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 26 ଜୁନ୍ (ହି.ସ.)- କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଆ ମାଟିର ଗର୍ବ ଓ ଗୌରବ କେନ୍ଦ୍ର ଶିକ୍ଷା
କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର     ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା


ଭୁବନେଶ୍ୱର, 26 ଜୁନ୍ (ହି.ସ.)- କେନ୍ଦ୍ର

ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ

ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଆ

ମାଟିର ଗର୍ବ ଓ ଗୌରବ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ।

ପ୍ରଭାତି ପରିଡା କହିଛନ୍ତି

ଯେ, ଆପଣଙ୍କ ଦୃଢ଼ ନେତୃତ୍ୱରେ ଭାରତର ଶିକ୍ଷାକ୍ଷେତ୍ର ଆହୁରି ଅଗ୍ରଗତି କରୁ ଏବଂ ଆପଣଙ୍କର

ସୁସ୍ଥ ଓ ନିରାମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande