ପବିତ୍ର ରଥଯାତ୍ରାର ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 27 ଜୁନ୍ (ହି.ସ.) - ପବିତ୍ର ରଥଯାତ୍ରାର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ,ନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଅବସରରେ ସମସ୍ତ
ପବିତ୍ର ରଥଯାତ୍ରାର     ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 27 ଜୁନ୍ (ହି.ସ.)

- ପବିତ୍ର

ରଥଯାତ୍ରାର ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ,ନେଇ ସୋସିଆଲ ମିଡିଆ

ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ

ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ରାଜ୍ୟର ବିକାଶ

ତଥା ସମସ୍ତଙ୍କର କଲ୍ୟାଣ ଏବଂ ପ୍ରଗତି ପାଇଁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଚରଣକମଳରେ ପ୍ରାର୍ଥନା

କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande