ଭୁବନେଶ୍ୱର, 27 ଜୁନ୍ (ହି.ସ.)
- ମହାପ୍ରଭୁ
ଶ୍ରୀଜଗନ୍ନାଥ ଧାଡି ପହଣ୍ଡିରେ ଆସି ରଥ ଉପରେ ବିରାଜମାନ କରିଛନ୍ତି। ପହଣ୍ଡି କାର୍ଯ୍ୟକ୍ରମ ଦିନ
ସାଢ଼େ ୧୨ଟା ସୁଦ୍ଧା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିଲା । ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ
ଏହା ସଂପନ୍ନ ହୋଇଛି । ସେହିପରି ଶ୍ରୀଗୁଣ୍ଡିଚା ଅଭିମୁଖେ ତିନି ରଥ ଅପରାହ୍ଣ ସାଢେ ୪ଟାରେ
ଗଡ଼ିବା ଆରମ୍ଭ କରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା