ଭୁବନେଶ୍ୱର, 29 ଜୁନ୍ (ହି.ସ.)- ସାଂସଦ ଅଭିମନ୍ୟୁ ସେଠୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି
ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି
ଯେ, ଭଦ୍ରକ ସାଂସଦ ଅଭିମନ୍ୟୁ ସେଠୀଙ୍କୁ
ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ଆପଣଙ୍କ ସୁସ୍ଥ ଓ ନିରାମୟ ଜୀବନ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ
ନିକଟରେ ପ୍ରାର୍ଥନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା