ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 3 ଜୁନ୍ (ହି.ସ.) - ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚିକିଟିର ଲୋକପ୍ରିୟ ବିଧାୟକ ଶ୍ରୀ ମନୋରଞ୍ଜନ ଦ୍ୟା
ଚିକିଟି ବିଧାୟକ ମନୋରଞ୍ଜନ     ଦ୍ୟାନ ସାମନ୍ତରାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 3 ଜୁନ୍ (ହି.ସ.)

- ଚିକିଟି ବିଧାୟକ

ମନୋରଞ୍ଜନ ଦ୍ୟାନ ସାମନ୍ତରାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ

ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଚିକିଟିର ଲୋକପ୍ରିୟ

ବିଧାୟକ ଶ୍ରୀ ମନୋରଞ୍ଜନ ଦ୍ୟାନ ସାମନ୍ତରାଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ

ଶୁଭକାମନା।ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଲୋକସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande