ବିଶ୍ୱ ସାଇକେଲ ଦିବସର ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 3 ଜୁନ୍ (ହି.ସ.)- ବିଶ୍ୱ ସାଇକେଲ ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ସାଇକେଲ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ପରିବେଶର ସୁରକ୍ଷା ସହ ଶ
ବିଶ୍ୱ ସାଇକେଲ ଦିବସର     ଶୁଭେଚ୍ଛା ଜଣାଇଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 3 ଜୁନ୍ (ହି.ସ.)- ବିଶ୍ୱ ସାଇକେଲ

ଦିବସର ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ସାଇକେଲ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ

ଅଭିନନ୍ଦନ। ପରିବେଶର ସୁରକ୍ଷା ସହ ଶାରୀରିକ ସୁସ୍ଥତା କ୍ଷେତ୍ରରେ ସାଇକେଲର ଭୂମିକା ଯଥେଷ୍ଟ

ଗୁରୁତ୍ୱପୂର୍ଣ୍ଣ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande