ଭୁବନେଶ୍ୱର, 30 ଜୁନ୍ (ହି.ସ.)- ଆଜିସୋମବାର ଆଷାଢ଼: ଶୁକ୍ଳ ଚତୁର୍ଥୀ ଯୁକ୍ତ ପଞ୍ଚମୀ ତିଥି
। ଏହି ଅବସରରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବା
ତେଣୁ ଦ୍ବିତୀୟ ଭୋଗମଣ୍ତପ
ଭୋଗ ଶେଷ ହେବା ପରେ ଆପାତତଃ ରାତ୍ର ଘ.୯.୦୦ ଟିକା ଠାରୁ ବିଳମ୍ବିତ ରାତ୍ର ଘ.୨.୦୦ ଟିକା
ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ
ସୂଚନା ଦିଆଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା