ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ୍ ଛୁଟି
ଭୁବନେଶ୍ୱର, 30 ଜୁନ୍ (ହି.ସ.) - ଆଜି ମୟୂରଭଞ୍ଜ ଜିଲ୍ଲାର ସମସ୍ତ ସ୍କୁଲ୍ ଛୁଟି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାରେ ୩ ଦିନ ବନ୍ଦ ରହିବ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର । ପ୍ରବଳ ବର୍ଷା ଆଶଙ୍କାରେ ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍
ଆଜି ମୟୂରଭଞ୍ଜ ଜିଲ୍ଲାର     ସମସ୍ତ ସ୍କୁଲ୍ ଛୁଟି


ଭୁବନେଶ୍ୱର, 30 ଜୁନ୍ (ହି.ସ.)

- ଆଜି ମୟୂରଭଞ୍ଜ

ଜିଲ୍ଲାର ସମସ୍ତ ସ୍କୁଲ୍ ଛୁଟି । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି

। ଜିଲ୍ଲାରେ ୩ ଦିନ ବନ୍ଦ ରହିବ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର । ପ୍ରବଳ ବର୍ଷା ଆଶଙ୍କାରେ

ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande