ଭୁବନେଶ୍ୱର,୧୦ ଜୁଲାଇ (ହି.ସ.) - ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ମହାନ୍ତିଙ୍କୁ ଓଡ଼ିଶା ପବ୍ଲିକ୍ ସର୍ଭିସ୍ କମିଶନ୍ (ଓପିଏସସି) ସଦସ୍ୟ ଭାବେ ନିଯୁକ୍ତି ମିଳିଛି। ଏହି ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା