ଦାଉଲାଲ ବୈଷ୍ଣବଙ୍କ ସ୍ମୃତିରେ ଆୟୋଜିତ ପ୍ରାର୍ଥନା ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧ ଜୁଲାଇ (ହି.ସ.) - କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତା, ସ୍ୱର୍ଗତ ଦାଉଲାଲ ବୈଷ୍ଣବ ଜୀଙ୍କ ସ୍ମୃତିରେ ଆୟୋଜିତ ପ୍ରାର୍ଥନା ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ଏସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଏକ୍ସରେ ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣ
ଦାଉଲାଲ ବୈଷ୍ଣବଙ୍କ ସ୍ମୃତିରେ ଆୟୋଜିତ ପ୍ରାର୍ଥନା ସଭାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର,୧୧ ଜୁଲାଇ (ହି.ସ.) - କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପିତା, ସ୍ୱର୍ଗତ ଦାଉଲାଲ ବୈଷ୍ଣବ ଜୀଙ୍କ ସ୍ମୃତିରେ ଆୟୋଜିତ ପ୍ରାର୍ଥନା ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି।

ଏସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଏକ୍ସରେ ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପୂଜ୍ୟ ପିତା, ସ୍ୱର୍ଗତ ଦାଉଲାଲ ବୈଷ୍ଣବ ଜୀଙ୍କ ସ୍ମୃତିରେ ଆୟୋଜିତ ପ୍ରାର୍ଥନା ସଭାରେ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କଲି। ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି, ଦିବଙ୍ଗତ ଆତ୍ମାକୁ ତାଙ୍କ ଶ୍ରୀଚରଣରେ ସ୍ଥାନ ଦିଅନ୍ତୁ ଏବଂ ପରିଜନମାନଙ୍କୁ ଏହି ଅପୂରଣୀୟ କ୍ଷତି ସହ୍ୟ କରିବା ପାଇଁ ଶକ୍ତି ପ୍ରଦାନ କରନ୍ତୁ । ଓଁ ଶାନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande