ବିଜେପିର ରାଷ୍ଟ୍ରୀୟ ସଙ୍ଗଠନ ସମ୍ପାଦକଙ୍କୁ ଭେଟିଲେ ମୋହନ
ଭୁବନେଶ୍ୱର,୧୧ ଜୁଲାଇ (ହି.ସ.) - ବିଜେପିର ରାଷ୍ଟ୍ରୀୟ ସଙ୍ଗଠନ ସମ୍ପାଦକ ବି ଏଲ ସନ୍ତୋଷଙ୍କୁ ଶୁକ୍ରବାର ଭେଟିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଆଜି ଆମ ଦଳର ରାଷ୍ଟ୍ରୀୟ ସଙ୍ଗଠନ ସମ୍ପାଦକ ବିଜେପିର ରାଷ୍ଟ୍ରୀୟ ସଙ୍ଗଠନ ସମ୍ପାଦକଙ୍କୁ ଭେଟ
ବିଜେପିର ରାଷ୍ଟ୍ରୀୟ ସଙ୍ଗଠନ ସମ୍ପାଦକଙ୍କୁ ଭେଟିଲେ ମୋହନ


ଭୁବନେଶ୍ୱର,୧୧ ଜୁଲାଇ (ହି.ସ.) - ବିଜେପିର ରାଷ୍ଟ୍ରୀୟ ସଙ୍ଗଠନ ସମ୍ପାଦକ ବି ଏଲ ସନ୍ତୋଷଙ୍କୁ ଶୁକ୍ରବାର ଭେଟିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ଏକ୍ସରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ଆଜି ଆମ ଦଳର ରାଷ୍ଟ୍ରୀୟ ସଙ୍ଗଠନ ସମ୍ପାଦକ ବିଜେପିର ରାଷ୍ଟ୍ରୀୟ ସଙ୍ଗଠନ ସମ୍ପାଦକଙ୍କୁ ଭେଟିଲେ ମୋହନ ବି ଏଲ ସନ୍ତୋଷଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଲି । ଏହି ଅବସରରେ ଓଡ଼ିଶା ସରକାରଙ୍କ ଦ୍ୱାରା କରାଯାଉଥିବା ବିଭିନ୍ନ ଜନକଲ୍ୟାଣକାରୀ କାର୍ଯ୍ୟ, ବିକାଶ ଯୋଜନା ଏବଂ ଭବିଷ୍ୟତ ରୂପରେଖ ଉପରେ ବିସ୍ତୃତ ଆଲୋଚନା କରିବା ସହ ତାଙ୍କୁ ଓଡ଼ିଶା ଭିଜନ ବୁକ୍ ପ୍ରଦାନ କରିଲି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande