ଭୁବନେଶ୍ୱର, 11 ଜୁଲାଇ (ହି.ସ.)
- ବିଧାୟକ ଓମ୍
ପ୍ରକାଶ ମିଶ୍ରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସତ୍ୟବାଦୀର ଲୋକପ୍ରିୟ ବିଧାୟକ ଶ୍ରୀ
ଓମ୍ ପ୍ରକାଶ ମିଶ୍ରଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା। ମହାପ୍ରଭୁ
ଶ୍ରୀ ଜଗନ୍ନାଥ ଆପଣଙ୍କୁ ସୁଖୀ,
ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ
ଶକ୍ତି ପ୍ରଦାନ କରନ୍ତୁ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା