ଡ.ମୁକେଶ ମହାଲିଙ୍ଗଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 11 ଜୁଲାଇ (ହି.ସ.)- ଡ.ମୁକେଶ ମହାଲିଙ୍ଗଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲୋଇସିଂହାର ଲୋକପ୍ରିୟ ବିଧାୟକ ତଥା ରାଜ୍ୟ କ୍ୟାବିନେଟରେ ମୋର ସହଯୋଗୀ, ସ୍ୱ
ଡ.ମୁକେଶ ମହାଲିଙ୍ଗଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 11 ଜୁଲାଇ (ହି.ସ.)- ଡ.ମୁକେଶ

ମହାଲିଙ୍ଗଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ

ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଲୋଇସିଂହାର ଲୋକପ୍ରିୟ ବିଧାୟକ ତଥା

ରାଜ୍ୟ କ୍ୟାବିନେଟରେ ମୋର ସହଯୋଗୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତି ବିଦ୍ୟା ତଥା ସଂସଦୀୟ ବ୍ୟାପାର ମନ୍ତ୍ରୀ

ଡ.ମୁକେଶ ମହାଲିଙ୍ଗଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା । ମହାପ୍ରଭୁ

ଶ୍ରୀ ଜଗନ୍ନାଥ ଓ ପ୍ରଭୁ ନୃସିଂହନାଥ ଆପଣଙ୍କୁ ସୁଖୀ,ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande