ଭୁବନେଶ୍ବର ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 13 ଜୁଲାଇ (ହି.ସ)- ବାଲେଶ୍ବର ଏଫଏମକଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା । ପୀଡ଼ିତା ଛାତ୍ରୀଙ୍କ ପରିବାରକୁ ଭେଟିବାକୁ ଏମ୍ସରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଉପସ୍ଥିତ ଅଛନ୍ତି । ଏମ୍ସ ନିର୍ଦ୍ଦେଶକ
ଭୁବନେଶ୍ବର ଏମ୍ସରେ     ପହଞ୍ଚିଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 13 ଜୁଲାଇ

(ହି.ସ)- ବାଲେଶ୍ବର ଏଫଏମକଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା । ପୀଡ଼ିତା ଛାତ୍ରୀଙ୍କ ପରିବାରକୁ ଭେଟିବାକୁ

ଏମ୍ସରେ ପହଂଚିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ

ଉପସ୍ଥିତ ଅଛନ୍ତି । ଏମ୍ସ ନିର୍ଦ୍ଦେଶକ ଓ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଆଲୋଚନା

କରିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande