ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ହେଲେ ସାରାଂଶ
ବଲାଙ୍ଗିର, ୧୫ ଜୁଲାଇ (ହି.ସ.)- ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ଭାବେ ବଲାଙ୍ଗୀର ଜିଲାରୁ ସାରାଂଶ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି । ଜାତୀୟ ଛାତ୍ର କଂଗ୍ରେସ ସଭାପତି ବରୁଣ ଚୌଧୁରୀଙ୍କ ଅନୁମୋଦନ କ୍ରମେ ଜାତୀୟ ଇନଚାର୍ଜ କହ୍ନୈୟା କୁମାର ନବନିଯୁକ୍ତ ସାଧାରଣ ସମ୍ପାଦକଙ୍କ ନାମ ଘୋଷଣା
ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ହେଲେ ସାରାଂଶ


ବଲାଙ୍ଗିର, ୧୫ ଜୁଲାଇ (ହି.ସ.)- ଓଡ଼ିଶା ପ୍ରଦେଶ ଛାତ୍ର କଂଗ୍ରେସ ସାଧାରଣ ସମ୍ପାଦକ ଭାବେ ବଲାଙ୍ଗୀର ଜିଲାରୁ ସାରାଂଶ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି । ଜାତୀୟ ଛାତ୍ର କଂଗ୍ରେସ ସଭାପତି ବରୁଣ ଚୌଧୁରୀଙ୍କ ଅନୁମୋଦନ କ୍ରମେ ଜାତୀୟ ଇନଚାର୍ଜ କହ୍ନୈୟା କୁମାର ନବନିଯୁକ୍ତ ସାଧାରଣ ସମ୍ପାଦକଙ୍କ ନାମ ଘୋଷଣା କରିଛନ୍ତି । ଏହି ନିଯୁକ୍ତି ପରେ ସାରାଂଶ ଜିଲା, ରାଜ୍ୟ ଓ ଜାତୀୟ ସ୍ତରର ବହୁ ନେତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande