ଭୁବନେଶ୍ୱର, 18 ଜୁଲାଇ (ହି.ସ.)- ରେଳମନ୍ତ୍ରୀ
ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ଜୁଏଲ ଓରାମ କହିଛନ୍ତି ଯେ, କେନ୍ଦ୍ରୀୟ ମନ୍ତ୍ରିମଣ୍ଡଳରେ ମୋର ସାଥୀ,
ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ।
ଈଶ୍ୱରଙ୍କ ନିକଟରେ ଆପଣଙ୍କ ଉତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା