3ଦିନ ପ୍ରବଳ ବର୍ଷିବ
ଭୁବନେଶ୍ୱର, 2 ଜୁଲାଇ (ହି.ସ.) - ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ଏହି ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଢେଙ
3ଦିନ ପ୍ରବଳ ବର୍ଷିବ


ଭୁବନେଶ୍ୱର, 2 ଜୁଲାଇ (ହି.ସ.)

-

ଆସନ୍ତା ୩ ଦିନ ଯାଏଁ

ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝରରେ ଭୀଷଣ ବର୍ଷା ସମ୍ଭାବନା ରହିଛି । ଏହି

ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande