ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେବେ ବଳଙ୍ଗା ପୀଡିତା
ଭୁବନେଶ୍ୱର, 20 ଜୁଲାଇ (ହି.ସ.)- ଏମ୍ସରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ । ଭୁବନେଶ୍ବର ଏମ୍ସରୁ ଦିଲ୍ଲୀକୁ ଏୟାରଲିଫ୍ଟ ହେବେ ପୀଡ଼ିତା । କିଛି ଘଣ୍ଟା ମଧ୍ୟରେ ଦିଲ୍ଲୀ ଏମ୍ସକୁ ହେବେ ଏୟାରଲିଫ୍ଟ । ଡାକ୍ତରୀ ଟିମ୍‌ ସହ ପୀଡ଼ିତାଙ୍କ ପରିବାର ଲୋକଙ୍କ
ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ     ହେବେ ବଳଙ୍ଗା ପୀଡିତା


ଭୁବନେଶ୍ୱର, 20 ଜୁଲାଇ (ହି.ସ.)- ଏମ୍ସରେ

ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ । ଭୁବନେଶ୍ବର ଏମ୍ସରୁ ଦିଲ୍ଲୀକୁ ଏୟାରଲିଫ୍ଟ

ହେବେ ପୀଡ଼ିତା । କିଛି ଘଣ୍ଟା ମଧ୍ୟରେ ଦିଲ୍ଲୀ ଏମ୍ସକୁ ହେବେ ଏୟାରଲିଫ୍ଟ । ଡାକ୍ତରୀ ଟିମ୍‌

ସହ ପୀଡ଼ିତାଙ୍କ ପରିବାର ଲୋକଙ୍କ ଆଲୋଚନା ହୋଇଛି । ଦିଲ୍ଲୀ ଏମ୍ସ ସହ ଏୟାରଲିଫ୍ଟ ନେଇ

ଯୋଗାଯୋଗ ସରିଛି । ଏନେଇ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ ସୂଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande