ଭୁବନେଶ୍ୱର, 30 ଜୁଲାଇ (ହି.ସ.)- ଆଜି ଲୋକସେବା ଭବନ ସମ୍ମେଳନ କକ୍ଷରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀମାନଙ୍କ ପାଇଁ ଏକ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେବେ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ