ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ
ଭୁବନେଶ୍ୱର, 30 ଜୁଲାଇ (ହି.ସ.) - ଶ୍ରାବଣ ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ର
ଆଜି ଶ୍ରୀଜୀଉଙ୍କ ବନକଲାଗି     ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ


ଭୁବନେଶ୍ୱର, 30 ଜୁଲାଇ (ହି.ସ.)

- ଶ୍ରାବଣ

ଶୁକ୍ଳପକ୍ଷ ଷଷ୍ଠୀ ତିଥିରେ ବୁଧବାର ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ

ଭୋଗମଣ୍ଡପ ଭୋଗ ଶେଷ ପରେ ଆପାତତଃ ସନ୍ଧ୍ୟା ୬ରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ

ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଏହା ଏକ ଗୁପ୍ତନୀତି

ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିଥାଏ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande