ମୁନସୀ ପ୍ରେମଚାନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ
ଭୁବନେଶ୍ୱର, 31 ଜୁଲାଇ (ହି.ସ.)- ମୁନସୀ ପ୍ରେମଚାନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ହିନ୍ଦୀ ସାହିତ୍ୟିକ, ମହାନ୍ ଔପନ୍ୟାସିକ, କୁଶଳୀ ବକ୍ତା
ମୁନସୀ ପ୍ରେମଚାନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ


ଭୁବନେଶ୍ୱର, 31 ଜୁଲାଇ (ହି.ସ.)- ମୁନସୀ ପ୍ରେମଚାନ୍ଦଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ

କହିଛନ୍ତି ଯେ, ବିଶିଷ୍ଟ ହିନ୍ଦୀ ସାହିତ୍ୟିକ, ମହାନ୍ ଔପନ୍ୟାସିକ, କୁଶଳୀ ବକ୍ତା

ମୁନସୀ ପ୍ରେମଚାନ୍ଦଙ୍କ ଜୟନ୍ତୀରେ ବିନମ୍ର ଶ୍ରଦ୍ଧାଞ୍ଜଳି ଜଣାଉଛି। ତାଙ୍କର କାଳଜୟୀ ରଚନା, ଜୀବନ ଦର୍ଶନ ଆଜିର ସମାଜ ପାଇଁ ଏକ ପ୍ରେରଣାର ଉତ୍ସ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande