ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ
ଜୟପୁର , 4 ଜୁଲାଇ (ହି.ସ.) ଦେଶୀ ମଦ ଚାଲାଣ ବେଳେ ଜୟପୁର ଅବକାରି ନିରିକ୍ଷକ କାଯ୍ୟାଳୟ ତରଫରୁ ଚଢାଉ କରାଯାଇ ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଡାଙ୍ଗରା ଗ୍ରାମର ରଘୁ ନାଥ ହରିଜନ (୪୨) ଷ ସୁଚନା ଅନୁଯାଇ ଏକ ସ୍କୁଟି ରେ ଦେଶି ମଦ ଚାଲାଣ ହେଉଥିବା ସୁଚନା ପାଇ ଜୟପୁର ଅବକାର
ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ


ଜୟପୁର , 4 ଜୁଲାଇ (ହି.ସ.) ଦେଶୀ ମଦ ଚାଲାଣ ବେଳେ ଜୟପୁର ଅବକାରି ନିରିକ୍ଷକ କାଯ୍ୟାଳୟ ତରଫରୁ ଚଢାଉ କରାଯାଇ ଜଣେ ଅଭିଯୁକ୍ତ କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଡାଙ୍ଗରା ଗ୍ରାମର ରଘୁ ନାଥ ହରିଜନ (୪୨) ଷ ସୁଚନା ଅନୁଯାଇ ଏକ ସ୍କୁଟି ରେ ଦେଶି ମଦ ଚାଲାଣ ହେଉଥିବା ସୁଚନା ପାଇ ଜୟପୁର ଅବକାରି ନିରିକ୍ଷକ କାଯ୍ୟାଳୟ ତରଫରୁ ହରଡାପୁଟ ଛକ ଠାରେ ଚଢାଉ କରିଥିଲା । ଚଢାଉ କରି ୧୨ ଲିଟର ଦେଶି ମଦ ଓ ସ୍କୁଟି ଗାଡି କୁ ଜବତ କରିଛି । ଗିରଫ ଅଭିଯୁକ୍ତ କୁ ସଂନ୍ଧ୍ୟା ୬ଟାରେ କୋର୍ଟ ଚାଲାଣ କରିଥିବା ବିଷୟ ଜୟପୁର ଅବକାରି ନିରିକ୍ଷକ ଶଶି କାନ୍ତ ଦତ୍ତ ସୁଚନା ଦେଇଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande