ବାହୁଡା ଯାତ୍ରାରେ ଅଭିନନ୍ଦନ ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 05 ଜୁଲାଇ (ହି.ସ.) କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡା ଯାତ୍ରାରେ ଅଭିନନ୍ଦନ ଜଣାଇଛନ୍ତି । ସେ ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇ ଲେଖିଛନ୍ତି, ପବିତ୍ର ''ବାହୁଡ଼ା ଯାତ୍ରା''ର ଅଭିନନ୍ଦନ । ମହାପ୍ରଭୁଙ୍କ ପାଖ
ବାହୁଡା ଯାତ୍ରାରେ ଅଭିନନ୍ଦନ ଜଣାଇଲେ କେନ୍ଦ୍ର ମନ୍ତ୍ରୀ       ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 05 ଜୁଲାଇ (ହି.ସ.) କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡା ଯାତ୍ରାରେ ଅଭିନନ୍ଦନ ଜଣାଇଛନ୍ତି । ସେ

ସୋସିଆଲ ମିଡିଆରେ ଅଭିନନ୍ଦନ ଜଣାଇ ଲେଖିଛନ୍ତି, ପବିତ୍ର 'ବାହୁଡ଼ା ଯାତ୍ରା'ର ଅଭିନନ୍ଦନ । ମହାପ୍ରଭୁଙ୍କ ପାଖରେ ବିଶ୍ୱବାସୀଙ୍କ ମଙ୍ଗଳ କାମନା କରୁଛି

।ଜୟ ଜଗନ୍ନାଥ

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande