ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 18 ଅଗଷ୍ଟ (ହି.ସ.)- ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଜନ୍ମଦିନର ଶୁଭେ
ଅର୍ଥମନ୍ତ୍ରୀ ନିର୍ମଳା     ସୀତାରମଣଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 18 ଅଗଷ୍ଟ (ହି.ସ.)- ଅର୍ଥମନ୍ତ୍ରୀ

ନିର୍ମଳା ସୀତାରମଣଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଅର୍ଥମନ୍ତ୍ରୀ

ନିର୍ମଳା ସୀତାରମଣଙ୍କୁ ଜନ୍ମଦିନର ଶୁଭେଚ୍ଛା । ସେ

ଆମ ଅର୍ଥନୀତିକୁ ଉଚ୍ଚ ଶିଖରକୁ ନେଇଯିବା ଏବଂ ଏକ ଆତ୍ମନିର୍ଭର ଭାରତର ଦୃଷ୍ଟିକୋଣକୁ ସାକାର

କରିବା ପାଇଁ ଉଲ୍ଲେଖନୀୟ ପ୍ରୟାସ କରୁଛନ୍ତି। ମହାପ୍ରଭୁ ଜଗନ୍ନାଥ ତାଙ୍କୁ ଉତମ ସ୍ୱାସ୍ଥ୍ୟ ଏବଂ

ସୁଖ ପ୍ରଦାନ କରନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande