ଭୁବନେଶ୍ୱର, 10 ସେପ୍ଟେମ୍ବର (ହି.ସ.)- ଶହୀଦ୍ ବାଘା
ଯତୀନଙ୍କ ସ୍ମୃତିଚାରଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ
ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ମହାନ ବିପ୍ଳବୀ ତଥା ସ୍ବାଧୀନତା ସଂଗ୍ରାମୀ
ଶହୀଦ୍ ବାଘା ଯତୀନଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା