ଶହୀଦ ଯତୀନ୍ଦ୍ରନାଥ ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 10 ସେପ୍ଟେମ୍ବର (ହି.ସ.)- ଶହୀଦ ଯତୀନ୍ଦ୍ରନାଥ ମୁଖାର୍ଜୀଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିବଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ,
ଶହୀଦ ଯତୀନ୍ଦ୍ରନାଥ     ମୁଖାର୍ଜୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 10 ସେପ୍ଟେମ୍ବର (ହି.ସ.)- ଶହୀଦ

ଯତୀନ୍ଦ୍ରନାଥ ମୁଖାର୍ଜୀଙ୍କ ଶ୍ରାଦ୍ଧବାର୍ଷିକୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି

ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିବଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି

ଯେ, ମହାନ ସ୍ଵାଧୀନତା ସଂଗ୍ରାମୀ, ଅମର ଶହୀଦ ଯତୀନ୍ଦ୍ରନାଥ ମୁଖାର୍ଜୀ (ବାଘା ଯତୀନ)ଙ୍କ ଶ୍ରାଦ୍ଧ ବାର୍ଷିକୀରେ ବିନମ୍ର

ଶ୍ରଦ୍ଧାଞ୍ଜଳି ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande