ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସ୍ୱଚ୍ଛତା ଅଭିଯାନରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 17 ସେପ୍ଟେମ୍ବର (ହି.ସ.)- ଆଜି ଭୁବନେଶ୍ୱର ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ଚାଲୁଥିବା ସେବା ପକ୍ଷ ଅନ୍ତର୍ଗତ ସ୍ୱଚ୍ଛତା ଅଭିଯାନରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ବିଜେପି ରାଜ୍ୟ     କାର୍ଯ୍ୟାଳୟରେ ସ୍ୱଚ୍ଛତା ଅଭିଯାନରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 17 ସେପ୍ଟେମ୍ବର (ହି.ସ.)- ଆଜି ଭୁବନେଶ୍ୱର

ଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା

ପାର୍ଟି ପକ୍ଷରୁ ଚାଲୁଥିବା ସେବା ପକ୍ଷ ଅନ୍ତର୍ଗତ ସ୍ୱଚ୍ଛତା ଅଭିଯାନରେ ଯୋଗ ଦେଇଛନ୍ତି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଅଭିଯାନ ପ୍ରଧାନମନ୍ତ୍ରୀଙ୍କ

ଦୂରଦର୍ଶୀ ଦୃଷ୍ଟିକୋଣର ଜ୍ବଳନ୍ତ ଉଦାହରଣ । ଓଡ଼ିଶାକୁ ସ୍ବଚ୍ଛ ଓ ସୁନ୍ଦର ରାଜ୍ୟ ବନେଇବା ପାଇଁ

ଆମେ ସମସ୍ତେ ପ୍ରତିବଦ୍ଧ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande