ଜିଲ୍ଲାସ୍ତରୀୟ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ
କେନ୍ଦୁଝର, ୧୭ ସେପ୍ଟେମ୍ବର (ହି.ସ.) - ଆଜି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜିଲ୍ଲା ମୁଖ୍ୟ ଚିକତ୍ସାଳୟ ଠାରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝରଗଡ ପୌରପାଳିକା ଅଧ୍ୟକ୍ଷା ନିକୁ ସାହୁ ଯୋଗଦେଇ ସୁସ୍ଥ ସମାଜ ଗଠନ ପ
ଜିଲ୍ଲାସ୍ତରୀୟ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ


କେନ୍ଦୁଝର, ୧୭ ସେପ୍ଟେମ୍ବର (ହି.ସ.) - ଆଜି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଜିଲ୍ଲା ମୁଖ୍ୟ ଚିକତ୍ସାଳୟ ଠାରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦୁଝରଗଡ ପୌରପାଳିକା ଅଧ୍ୟକ୍ଷା ନିକୁ ସାହୁ ଯୋଗଦେଇ ସୁସ୍ଥ ସମାଜ ଗଠନ ପାଇଁ ସୁସ୍ଥଭାବେ ନାରୀ ରହିବା ନେଇ ଆଲୋକପାତ କରିଥିଲେ। ଉକ୍ତ କାର?୍ୟ୍ୟକ୍ରମରେ ବହୁ ସ୍ୱାସ୍ଥ୍ୟ ଅଧିକାରୀ, ବିଜେପି ନେତା ଓ ସ୍ୱାସ୍ଥ୍ୟକର୍ମୀ ଯୋଗ ଦେଇଥିଲେ।

ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA


 rajesh pande