କେନ୍ଦୁଝର, 17 ସେପ୍ଟେମ୍ବର (ହି.ସ.) ଆଜି ହରିଚନ୍ଦନପୁର କାଦୁଅଡିହା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଯଶସ୍ଵୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ରେ ମା ପାଇଁ ଗଛଟିଏ ଲଗାଇବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ତେଲକୋଇ ବିଧାୟକ ଡ଼ ଫକିର ଚରଣ ନାୟକ ଯୋଗଦେଇ ଚାରା ରୋପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସ୍ଥାନୀୟ ଶତାଧିକ ଗ୍ରାମବାସୀ ଓ ଛାତ୍ରଛାତ୍ରୀ ଯୋଗଦେଇଥିଲେ।
ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA