ବିଏମସି ପକ୍ଷରୁ ବୁଲା କୁକୁର ଗଣନା ଆରମ୍ଭ
ଭୁବନେଶ୍ୱର ,୧୮ ସେପ୍ଟେମ୍ବର (ହି.ସ.)- ରାଜ୍ୟରେ ପ୍ରଥମ ଥର ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ଅଂଚଳରେ ଗୁରୁବାର ଠାରୁ ବୁଲା କୁକୁର ଗଣନା ଆରମ୍ଭ ହୋଇଛି । ବିଏମ୍ ସି ପକ୍ଷରୁ ସମୁଦାୟ ୬୭ ଟି ୱାର୍ଡରେ ଏକ କାଳୀନ ଗଣନା କରାଯାଉଛି । ୨୫ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଚାଲିବାକୁ ଥିବା
ବିଏମସି ପକ୍ଷରୁ ବୁଲା କୁକୁର ଗଣନା ଆରମ୍ଭ


ଭୁବନେଶ୍ୱର ,୧୮ ସେପ୍ଟେମ୍ବର (ହି.ସ.)- ରାଜ୍ୟରେ ପ୍ରଥମ ଥର ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ ସି) ଅଂଚଳରେ ଗୁରୁବାର ଠାରୁ ବୁଲା କୁକୁର ଗଣନା ଆରମ୍ଭ ହୋଇଛି । ବିଏମ୍ ସି ପକ୍ଷରୁ ସମୁଦାୟ ୬୭ ଟି ୱାର୍ଡରେ ଏକ କାଳୀନ ଗଣନା କରାଯାଉଛି । ୨୫ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଚାଲିବାକୁ ଥିବା ଏହି ବୁଲା କୁକୁର ଗଣନା କାର୍ଯ୍ୟରେ ୪୧୦ ଟି ଟିମ୍ ନିୟୋଜିତ ହୋଇଛନ୍ତି । ଭୋର ୫ ଟାରୁ ସକାଳ ୭ ମଧ୍ୟରେ ଗଣନା କାର୍ଯ୍ୟ ହେଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande