ଭୁବନେଶ୍ୱର, 19 ସେପ୍ଟେମ୍ବର (ହି.ସ.)- ପୂର୍ବତନ
ବିଧାୟକ ସ୍ବର୍ଗତ ବିଷ୍ଣୁ ଚରଣ ସେଠୀଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ
ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଧାମନଗରର
ପୂର୍ବତନ ବିଧାୟକ ସ୍ବର୍ଗତ ବିଷ୍ଣୁ ଚରଣ ସେଠୀଙ୍କ ଶ୍ରାଦ୍ଧବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା