ଭୁବନେଶ୍ୱର, 19 ସେପ୍ଟେମ୍ବର (ହି.ସ.)- ଉତ୍କଳରତ୍ନ ବାରିଷ୍ଟର ବିଶ୍ୱନାଥ ମିଶ୍ରଙ୍କ ସ୍ମୃତିଚାରଣ କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ
କହିଛନ୍ତି ଯେ, ଓଡ଼ିଶା ଇତିହାସର ବହ୍ନିପୁରୁଷ, ଉତ୍କଳରତ୍ନ ବାରିଷ୍ଟର
ବିଶ୍ୱନାଥ ମିଶ୍ରଙ୍କ ପୁଣ୍ୟତିଥିରେ ବିନମ୍ର ପ୍ରମାଣ। ଓଡ଼ିଆ ଭାଷା ସାହିତ୍ୟର ସୁରକ୍ଷା ପାଇଁ
ତାଙ୍କର ଅବଦାନ ସର୍ବଦା ପ୍ରଶଂସନୀୟ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା