ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ରାଜନେତା ତଥା ବୀରମିତ୍ରପୁରର ପୂର
ବୀରମିତ୍ରପୁରର ପୂର୍ବତନ     ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, 20 ସେପ୍ଟେମ୍ବର (ହି.ସ.)- ବୀରମିତ୍ରପୁରର

ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ

ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବରିଷ୍ଠ ରାଜନେତା

ତଥା ବୀରମିତ୍ରପୁରର ପୂର୍ବତନ ବିଧାୟକ ଜର୍ଜ ତିର୍କୀଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ

ଦୁଃଖିତ । ଶୋକସନ୍ତପ୍ତ ପରିବାର ପ୍ରତି ମୋର

ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ

ପ୍ରାର୍ଥନା କରୁଛି। ଓଁ ଶାନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande